Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

୮ରାଜ୍ୟର ରାଜ୍ୟପାଳ ନିଯୁକ୍ତ: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ବଡ ପଦକ୍ଷେପ

6/07/2021 at 12:40 PM

ନୂଆଦିଲ୍ଲୀ ୬/୭ : ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଥାବର ଚାନ୍ଦ ଗେହଲଟ ହେଲେ କର୍ଣ୍ଣାଟକ ରାଜ୍ୟପାଳ । ମିଜୋରାମ ରାଜ୍ୟପାଳ ହେଲେ ହରି ବାବୁ କୁମ୍ଭମପତି । ମଧ୍ୟପ୍ରଦେଶ ମଙ୍ଗୁ ଭାଇ ଛଗନ ଭାଇ ପଟେଲ ହେଲେ ମଧ୍ୟପ୍ରଦେଶ ରାଜ୍ୟପାଳ । ରାଜେନ୍ଦ୍ର ବିଶ୍ୱନାଥ ଆଲରେକର ହେଲେ ହିମାଚଳ ପ୍ରଦେଶ ରାଜ୍ୟପାଳ ।

ଏ ସମସ୍ତଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ହରିୟାଣା ରାଜ୍ୟପାଳ ହେଲେ ବନ୍ଦାରୁ ଦତ୍ତାତ୍ରେୟ ଓ ଗୋଆ ରାଜ୍ୟପାଳ ଭାବେ ନିଯୁକ୍ତି ହୋଇଛନ୍ତି ପୀ ଶ୍ରୀଧରନ । ସେହିଭଳି ରମେଶ ବୈସଙ୍କୁ ଝାଡଖଣ୍ଡ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସତ୍ୟଦେବ ନାରାୟଣ ହେଲେ ତ୍ରିପୁରା ରାଜ୍ୟପାଳ ।

   Related Posts