Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୭୦ ହଜାରରୁ ଅଧିକ ପଜିଟିଭ୍, ୩୯୨୧ ମୃତ

14/06/2021 at 9:41 AM

ନୂଆଦିଲ୍ଲୀ, ୧୪/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୨୧ଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୦୪୨୧ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୯୨୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୧୦ ହଜାର ୪୧୦ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୪ ହଜାର ୩୦୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୭୩୧୫୮।

   Related Posts