Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପୁରୀ ଆନନ୍ଦ ବଜାରରେ ଲାଗିପାରେ ରେଟ ଚାର୍ଟ

4/08/2018 at 6:48 AM

ପୁରୀ ୪/୮ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆଜି ଏକ ଗୁରୁତ୍ୱପୂର୍ଣ ବୈଠକ ବସିଛି | ମୁଖ୍ୟ ପ୍ରଶାସକ, ସେବାୟତ ଏବଂ ନିଯୋଗ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି | ମହାପ୍ରସାଦର ଦର ସମ୍ପର୍କରେ ଆନନ୍ଦ ବଜାରରେ ଏକ ରେଟ ଚାର୍ଟ ଝୁଲାଇବା ପାଇଁ ମଧ୍ୟ ବୈଠକରେ ଆଲୋଚନା ହୋଇଛି | ସମ୍ପ୍ରତି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା, ଯାତ୍ରୀ ମାନଙ୍କୁ ଅଶଡ଼ ବ୍ୟବହାର କରିବା ଆଦି ପ୍ରସଙ୍ଗ, ଶ୍ରୀମନ୍ଦିର ପରିଚାଳନା କ୍ଷେତ୍ରରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରିପ୍ରେକ୍ଷୀରେ ଏହି ବୈଠକକୁ ଅଧିକ ଗୁରୁତ୍ୱ ଦିଆଯାଇଛି |

   Related Posts