Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

କରୋନା ସଚେତନତା ପାଇଁ ସୁବ୍ରତ ବାଗଚୀଙ୍କୁ ନୂଆ ଦାୟିତ୍ୱ

14/03/2020 at 7:32 PM

ଭୁବନେଶ୍ୱର, ୧୪|୦୩:  ରାଜ୍ୟରେ କରୋନା ଭାଇରସକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଶୁକ୍ରବାର ସମସ୍ତ ଶିକ୍ଷାନୁଷ୍ଠାନ, ଫିଲ୍ମ୍ ହଲ ଓ ଜିମକୁ ମାର୍ଚ୍ଚ ୩୧ ଯାଏଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି କରୋନାକୁ ରାଜ୍ୟ ବିପର୍ଯ୍ୟୟ ମଧ୍ୟ ଘୋଷଣା କରିଛନ୍ତି।

ଏହାମଧ୍ୟରେ ସରକାର ସୁବ୍ରତ ବାଗଚୀଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। କରୋନା ସମ୍ପର୍କୀୟ ଆଇଇସିର ସେ ମୁଖ୍ୟ ଭାବେ ଦାୟିତ୍ୱ ନେବେ। ସୂଚନା, ଶିକ୍ଷା ଓ ଯୋଗାଯୋଗ ସହ କରୋନା ବାବଦରେ ଆସୁଥିବା ବିଭିନ୍ନ ତଥ୍ୟ ଉପରେ ସେ ନଜର ରଖିବେ। ଏପରିକି ସାମ୍ବାଦିକ ସମ୍ମିଳନୀ କରୁଥିବା ଟିମକୁ ମଧ୍ୟ ସେ ପରାମର୍ଶ ଦେବେ। ତାଙ୍କୁ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।

   Related Posts