Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଫାବିପିରାଭିର ଔଷଧ ବ୍ୟବହାର ପାଇଁ ଆସିଲା SOP, ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଚିଠି ଲେଖିଲା ସ୍ୱାସ୍ଥ୍ୟ ବିଭାଗ

3/10/2020 at 1:25 PM

ଭୁବନେଶ୍ୱର ୦୩।୧୦: କରୋନା ପାଇଁ ଫାବିପିରାଭିର ଔଷଧ ପାଇଁ ଆସିଲା SOP । ଫାବିପିରାଭିର ଔଷଧ ବ୍ୟବହାର ପାଇଁ SOP ଜାରି ହୋଇଛି । ଏହି SOP ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସପାଲ କମିଶନରଙ୍କୁ ଚିଠି ହୋଇଛି । ସ୍ବାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଏହି ଚିଠି ଜାରି କରିଛନ୍ତି । କୋଭିଡ୍ ପାଇଁ ଏହି ଔଷଧ ବ୍ୟବହାର ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ଜରୁରୀ ହୋଇଥିବା ବେଳେ ହୋମ୍ ଆଇସୋଲେସନରେ ଥିବା କୋଭିଡ୍ ଆକ୍ରାନ୍ତ ନେଇ ପାରିବେ ଫାବିପିରାଭିର ।

   Related Posts