Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମମିତା ମେହେର ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ୍ : କାର୍‌ରେ ନୁହେଁ ହଷ୍ଟେଲରେ ତଣ୍ଟି ଚିପି ମାରିଛି ଗୋବିନ୍ଦ !

27/10/2021 at 10:47 AM

ବଲାଙ୍ଗୀର ୨୭।୧୦: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ପୋଲିସ ଦାୟର କରିଥିବା ମାମଲା ୩୬୬କୁ ନେଇ ଅନେକ କଥା ଉଠିଛି ।

ସ୍କୁଲ ପରିଚାଳନା ସଭାପତି ଗୋବିନ୍ଦ ସାହୁ ଗତ ୮ ତାରିଖରେ ଭବାନୀପାଟଣାରେ ମମିତା ମେହେରଙ୍କ ସହ କିଣାକିଣି କରିଥିଲା । ପରେ ସେଠାରୁ ତାଙ୍କୁ ମହାଲିଙ୍ଗ୍ ନେଇଯାଇଥିଲା । ସେଠାରେ ହଷ୍ଟେଲ ନିକଟରେ ଥିବା ଗୋବିନ୍ଦ ତା ରୁମକୁ ମମିତାଙ୍କୁ ନେଇଥିଲା । ସେଠାରେ ଉଭୟଙ୍କ ମଧ୍ୟରେ ଗାଳିଗୁଲଜ ପାଟିତୁଣ୍ଡ ହୋଇଥିଲା । ସେହିଠାରେ ହିଁ ଗୋବିନ୍ଦ ମମିତାଙ୍କୁ ଚାପୁଡା ମାରିଥିଲା । ପରେ ତାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ସୂତ୍ରରୁ ସୂଚନା ମିଳିଛି ।

   Related Posts