Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଜାନୁଆରୀ ପହିଲାରୁ ନୂଆ ଭୋଟର ପଞ୍ଜିକରଣ ଆରମ୍ଭ

17/11/2020 at 9:31 PM

ଭୁବନେଶ୍ବର୧୭/୧୧: ଜାନୁଆରୀ ପହିଲାରୁ ନୂଆ ଭୋଟର ପଞ୍ଜିକରଣ ଆରମ୍ଭ ହେବ।୧୮ ବର୍ଷ ହୋଇଥିଲେ ଭୋଟ ପାଇଁ ପଞ୍ଜିକରଣ କରିପାରିବେ। ଫର୍ମ-୬ରେ ଆବେଦନ କରିବାକୁ ପରାମର୍ଶ କରିପାରିବେ।

ଏଥିସହ ଭୋଟର ପରିଚୟ ପତ୍ରରେ ହୋଇପାରିବ ସଂଶୋଧନ। ଏନେଇ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ CEO।

   Related Posts