Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଭାରତ-ନ୍ୟୁଜିଲାଣ୍ଡ ୪ର୍ଥ ଟି-୨୦ ମ୍ୟାଚ୍ : ଟସ୍‌ ଜିତି ନ୍ୟୁଜିଲାଣ୍ଡର ଫିଲ୍ଡିଂ ନିଷ୍ପତ୍ତି

31/01/2020 at 11:42 AM

ୱେଲିଂଟନ ୩୧।୦୧: ଶୁକ୍ରବାର ୱେଲିଂଟନରେ  ଭାରତ-ନ୍ୟୁଜିଲାଣ୍ଡ ଚତୁର୍ଥ ଟି-୨୦ ମ୍ୟାଚ୍ ଖେଳାଯିବ । ୪ର୍ଥ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି । ବ୍ୟାଟିଂ କରିବା ପାଇଁ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ । ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ରେ ୩-୦ରେ ଆଗୁଆ ରହିଛି ଭାରତ । ଏହାସହ ସରିଜ୍ ମଧ୍ୟ ନିଜ ନାଁରେ କରିସାରିଛି ଟିମ୍ ଇଣ୍ଡିଆ ।

ଭାରତୀୟ ସମୟ ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଆରମ୍ଭ ହେବ ମ୍ୟାଚ୍। ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମ ଟି-୨୦ ଶୃଙ୍ଖଳା ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ତେବେ ଆଜରି ମ୍ୟାଚ୍ ଏବଂ ରବିବାର ଖେଳାଯିବାକୁ ଥିବା ଶେଷ ମ୍ୟାଚ୍ ଜିତି ୫-୦ରେ ସିରିଜ୍ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ବିରାଟ ବାହିନୀ । ଏହାସହ ନୂଆ ଏକ ଇତିହାସ ରଚିବ ଟିମ୍ ଇଣ୍ଡିଆ ।

   Related Posts