Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ରାସ୍ତା କଡରୁ ନବଜାତ ଶିଶୁକନ୍ୟା ଉଦ୍ଧାର

11/11/2019 at 10:42 AM

ଯାଜପୁର ୧୧/୧୧: ରାସ୍ତା କଡରୁ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି।

ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ରସଲପୁର ବ୍ଲକ ଖଣ୍ଡାସାହି ଗ୍ରାମର ଥିବା ଏକ ପୋଲ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି । ଶିଶୁ ଅଧିକାର ସାମାଜିକ କର୍ମୀ ମଣ୍ଟୁ ଦାସ,ଏବଂ ଶିଶୁ ସୁରକ୍ଷା ୟୁନିଟର ତପନ କୁମାର ପଣ୍ଡା ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରି ୱାନଷ୍ଟକ ସେଣ୍ଟର (ସଖି)ରେ ରଖିଥିବାର ସୂଚନା ମିଳିଛି।

   Related Posts