Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଭୁବନେଶ୍ବରରେ ଦିନକରେ ୯୧୮ ଆକ୍ରାନ୍ତ ଚିହ୍ନଟ, ୧୧୦୨ ଜଣ ସୁସ୍ଥ

2/06/2021 at 7:53 PM

ଭୁବନେଶ୍ବର ୦୨/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୯୧୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୫୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୭୭,୬୭୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୬୬,୩୨୪ ଜଣ ସୁସ୍ଥ ହୋଇସାରିଛନ୍ତି । ୩୪୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୯୮୮ ଆକ୍ଟିଭ୍ କେସ୍‌ ରହିଛି । ସେହିଭଳି ୧୧୦୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts