Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭୁବନେଶ୍ବରରୁ ଦିନକରେ ୮୯୮ ଆକ୍ରାନ୍ତ ଚିହ୍ନଟ, ୧୨୨୮ ସୁସ୍ଥ

3/06/2021 at 7:36 PM

ଭୁବନେଶ୍ବର ୦୨/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୮୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୭୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୭୮,୫୭୪ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୬୭,୫୫୨ ଜଣ ସୁସ୍ଥ ହୋଇସାରିଛନ୍ତି । ୩୪୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୬୫୬ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୨୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts