Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ନବ ବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ

23/06/2019 at 10:06 AM

କଳାହାଣ୍ଡି ୨୩/୬: ନବ ବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଶାଶୁ ଘରୁ ମିଳିଛି ଝୁଲନ୍ତା ମୃତଦେହ। ମୃତକ ହେଲେ ମୁକ୍ତାମଣୀ ନାଏକ।

ଏହି ଘଟଣାଟି ଘଟିଛି ଥୁଆମୁଳ ରାମପୁର ଥାନା ଉପରଝାପୀ ଗାଁରେ। ଗତ ୧୫ ତାରିଖରେ ବିବାହ କରିଥିଲେ ମୁକ୍ତାରାଣୀ। ସ୍ବାମୀ କୈଳାଶ ନାଏକ ହତ୍ୟା କରିଛନ୍ତି ବୋଲି ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ  ଥୁଆମୂଳ ରାମପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

   Related Posts