Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ହାତୁଡିରେ ପିଟିପିଟି ନବବଧୂଙ୍କୁ ନିର୍ମମ ହତ୍ୟା !

8/06/2019 at 9:23 AM

ସାନଖେମୁଣ୍ଡି ୮|୬: ହାତୁଡିରେ ପିଟିପିଟି ନବବଧୂଙ୍କୁ ନିର୍ମମ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଞ୍ଜାମ ଶେରଗଡ ଗୋବିନ୍ଦପୁର ଗାଁ ନବବିବାହିତା ମହିଳାଙ୍କୁ ହତ୍ୟା ଅଭିଯୋଗ । ମୃତକ ହେଉଛନ୍ତି ପିଙ୍କି ସ୍ବାଇଁ । ଘର ଭିତରେ ପିଙ୍କିଙ୍କ ମୃତଦେହ ପଡିଥିବାବେଳେ ପାଖରେ ରକ୍ତଭିଜା ହାତୁଡି ପଡିଛି । ଘଟଣା ପରେ ଘରେ ତାଲା ପକାଇ ଘର ଲୋକେ ଫେରାର ହୋଇଯାଇଛନ୍ତି । ପିଙ୍କିଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ଶେରଗଡ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts