Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଝୁଲନ୍ତା ଅବସ୍ଥାରେ ନବ ବଧୂଙ୍କ ମୃତଦେହ ଉଦ୍ଧାର

29/07/2018 at 9:06 AM

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ବଧୁହତ୍ୟା ଅଭିଯୋଗ । ବେଗୁନିଆ ଥାନା ରାଉତପୋଡା ପଂଚାୟତ କୋତଳାଙ୍ଗ ଗାଁର ଘଟିଛି ଏହି ଘଟଣା । ମୃତକ ହେଲେ ବିନତି ବେହେରା । ବିନତି ବେହେରାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ବିନତିଙ୍କୁ ତଣ୍ଟି ଚିପି ମାରିବା ପରେ ଝୁଲାଇ ଦେଇଥିବା ବାପ ଘର ଲୋକେ ଅଭିଯୋଗ ହୋଇଛି ।ବାପ ଘର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବେଗୁନିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ସ୍ବାମୀ କାଳନ୍ଦି ବେହେରା ଓ ଶ୍ବଶୁର ଡମ୍ବରୁ ବେହେରାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ।

   Related Posts