Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଚକା ଫାଟି କଲଭର୍ଟରେ ପିଟିହେଲା ‘ହରିହର’ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

30/10/2021 at 12:05 PM

ଖଲ୍ଲିକୋଟ, ୩୦/୧୦: କଲଭର୍ଟରେ ପିଟିହେଲା ବସ୍ । ପାତ୍ରପୁରରୁ ଭୁବନେଶ୍ୱର ଯିବା ବେଳେ ବସଟି ଦୁର୍ଘଟଣାର ଶିକାର ହୋଇଛି । ତେବେ ଯାତ୍ରୀମାନେ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ସୂଚନାନୁସାରେ, ଶନିବାର ସକାଳେ ହରିହର ନାମକ ଏକ ବସ୍ ପାତ୍ରପୁରରୁ ଭୁବନେଶ୍ୱର ଯାଉଥିଲା । ତେବେ ବାଟରେ ଏହାର ଚକା ଫାଟିଯାଇଥିଲା । ଫଳରେ ଭାରସାମ୍ୟ ହରାଇ କଲଭର୍ଟରେ ଏହା ପିଟି ହୋଇଯାଇଥିଲା । ତେବେ ଏକ ବଡ ଦୁର୍ଘଟଣାରୁ ଯାତ୍ରୀମାନେ ବର୍ତ୍ତି ଯାଇଛନ୍ତି ।  

ଘଟଣାସ୍ଥଳରେ ଛତ୍ରପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ପ୍ରାଥମିକ ତଦନ୍ତରୁ ବସର ଆଗଚକ ଫାଟିବାରୁ ଅଘଟଣ ଘଟିଥିବା ସୂଚନା ମିଳିଛି ।

   Related Posts