Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

News7 ଷ୍ଟିଙ୍ଗ ଅପରେସନ ପରେ ରବି-ତାରା ମୁହାଁମୁହିଁ

13/06/2018 at 8:37 AM

ପଥର କ୍ୱାରୀ ପାଇଁ ଅନୁମତି ଦିଆଯିବା ଘଟଣାରେ ପ୍ରଶାସନ ଉପରେ ବର୍ଷିଲେ ବିଧାୟକ ତାରା ପ୍ରସାଦ ବାହିନୀପତି | ଜୟପୁର ତହସିଲଦାରଙ୍କ ବହିଷ୍କାର ସହ ଗିରଫ ଦାବି କରିଛନ୍ତି ବିଧାୟକ | ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରବି ନନ୍ଦଙ୍କ ସୁପାରିଶରେ ଜୟପୁରରେ ତହସିଲଦାର ନିଯୁକ୍ତି ହେଇଥିବା ଅଭିଯୋଗ କରିଛନ୍ତି ତାରା | ତାରାଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ରବି ନନ୍ଦ |

   Related Posts