Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଏନଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦିଙ୍କ ପୁରୀ ଗସ୍ତ

3/10/2019 at 4:02 PM

ପୁରୀ ୩।୧୦: ଜାତୀୟ ଅନୁସନ୍ଧାନ ସଂସ୍ଥା (ଏନଆଇଏ)ର ଡ଼ିଜି ଯୋଗେଶ ଚନ୍ଦ୍ର ମୋଦୀ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି । ସେ ଆଜି ସିଂହଦ୍ବାରରେ ପହଞ୍ଚିବା ପରେ ପୁରୀ ଏସପି ଉମାଶଙ୍କର ଦାଶ ତାଙ୍କୁ ସ୍ବାଗତ କରିଥିଲେ। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ସହ ବେଶ୍ ଆନନ୍ଦ ପ୍ରକାଶ କରିଥିଲେ । ଶ୍ରୀମନ୍ଦିରରେ ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବାବେଳେ ଡ଼ିଜିଙ୍କ ଶ୍ରୀମନ୍ଦିର ପରିଦର୍ଶନକୁ ବେଶ୍ ଗୁରୁତ୍ବ ଦିଆଯାଉଛି।

   Related Posts