Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ନିଆଁରେ ପୋଡ଼ି ମାଆ ଓ ପୁଅ ଜୀବନ୍ତ ଦଗ୍ଧ

10/09/2020 at 7:40 AM

ଆନନ୍ଦପୁର ୧୦।୦୯: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନନ୍ଦିପଦା ଥାନା କଳିଗାଁରେ ଅଭାବନୀୟ ଘଟଣା । ନିଆଁର ପୋଡ଼ି ହୋଇ ମାଆ ଓ ପୁଅ ଜୀବନ୍ତ ଦଗ୍ଧ ହୋଇଛନ୍ତି ।

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନନ୍ଦିପଦା ଥାନା କଳିଗାଁରେ ଘର ପୋଡି ମାଆ ଓ ପୁଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ବର୍ତ୍ତମାନ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ମୃତ ପୁଅଙ୍କ ନାଁ ବନମାଳୀ ଜେନା ତାଙ୍କ ବୟସ ୫୦ ବର୍ଷ ହେବ । ମୃତ ମାଆଙ୍କ ନାଁ ଜଞ୍ଜାଳି ଜେନା ତାଙ୍କ ବୟସ ୭୦ ବର୍ଷ ହେବ ବୋଲି ସୂଚନା ରହିଛି ।

   Related Posts