Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି

9/12/2021 at 1:58 PM

ଜୟପୁର ୯।୧୨: ଜୟପୁର ଏସଡିଜେଏମ୍ କୋର୍ଟରେ ପହଞ୍ଚିଲେ ଏନଆଇଏର ୨ଜଣିଆ ଟିମ୍ । ଗିରଫ ନକ୍ସଲ ନେତା ଦୁବାସୀ ଶଙ୍କରକୁ ପଚରାଉଚରା କରିବା ପାଇଁ ଅନୁମତି ଲୋଡିଲେ ।

ସୂଚନାଯୋଗ୍ୟ ଯେ, ଗତ ୨୦୧୨ମସିହାରେ ମାଲକାନଗିରିରେ ଜଣେ କମାଣ୍ଡାଣ୍ଟ ଓ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କୁ ହତ୍ୟା ଅଭିଯୋଗରେ ପଚରାଉଚରା କରିବା ନେଇ ସୂଚନା ମିଳିଛି । ନକ୍ସଲ ନେତା ଦୁବାସୀ ଶଙ୍କର ଓରଫ ଅରୁଣକୁ ଗତ ସେପ୍ଟେମ୍ବର ମାସ ୧୩ତାରିଖରେ ପୋଲିସ ବୈପାରୀଗୁଡା ନିକଟରୁ କାବୁ କରିଥିଲା ।

ହାର୍ଡକୋର ନକ୍ସଲ ଦୁବାସୀ ନାଁରେ ୨୦ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ଏହାସହ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ବହୁ ଘଟଣାରେ ଅରୁଣର ସମ୍ପୃକ୍ତି ରହିଥିଲା । ସେ ୧୯୮୭ରୁ ମାଓ ସଙ୍ଗଠନରେ ସକ୍ରିୟ ରହିଛି । ଆନ୍ଧ୍ରପ୍ରଦେଶ ପୋଲିସ ନିକଟରେ ଦୁବାସୀ ଶଙ୍କର ବିରୋଧରେ ୩୨ଟି, ତେଲେଙ୍ଗାନାରେ ୨୪ଟି, ମାଲକାନଗିରିରେ ୧୭ଟି ଓ କୋରାପୁଟ ପୋଲିସ ନିକଟରେ ୪ଟି ମାମଲା ଥିବା ତଦନ୍ତରୁ ଜଣାପଡିଛି ।

   Related Posts