Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ତଥ୍ୟ ଲିକ୍‌ ମାମଲା, ବାଲେଶ୍ବରରେ ପହଞ୍ଚି ଛାନ୍‌ଭିନ୍‌ କରୁଛି NIA ଟିମ୍‌

16/09/2021 at 5:45 PM

ଭୁବନେଶ୍ବର ୧୬/୦୯ : ଚାନ୍ଦିପୁର ସ୍ଥିତ କ୍ଷେପଣାସ୍ତ୍ର ଘାଟିର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ତଦନ୍ତକୁ ଆହୁରି କ୍ରିୟାଶୀଳ କରାଯାଇଛି । ତଥ୍ୟ ଲିକ୍‌ ମାମଲା​‌ରେ ITRର ୫ ଜଣ କର୍ମଚାରୀ ଗିରଫ ହେବା ପରେ ଏକ ବଡ ରାକେଟ୍‌ର ପର୍ଦ୍ଦାଫାସ୍‌ ହୋଇଛି । ତେବେ ଘଟଣାକୁ ଗୁରୁତର ସହ ନିଆଯିବା ସହିତ ତଦନ୍ତ ଭାର ଜାତୀୟ ତଦନ୍ତକାରୀ ସଂସ୍ଥା (NIA)କୁ ହସ୍ତାନ୍ତର କରାଯାଇଛି ।

ଏହି କ୍ରମରେ ଆଜି ବାଲେଶ୍ବରରେ ପହଞ୍ଚିଛନ୍ତି ଜାତୀୟ ତଦନ୍ତକାରୀ ସଂସ୍ଥା (NIA)ର ୨ ଜଣିଆ ଟିମ୍‌ । ବାଲେଶ୍ବର ଏସ୍‌ପି ଅଫିସରେ ପହଞ୍ଚି NIAର ୨ ଜଣ ଅଧିକାରୀ ତଥ୍ୟ ସଂଗ୍ରହ କରୁଥିବା ସୂଚନା ମିଳିଛି । ଘଟଣାରେ ପୂର୍ବରୁ ୪ ଜଣଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଥିବା ବେଳେ ଗୁରୁବାର ଆଉ ଜଣକୁ ଗିରଫ କରିଛି ଚାନ୍ଦିପୁର ପୋଲିସ ।

   Related Posts