Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ନାବାଳିକା ଝିଆରୀକୁ ଦୁଷ୍କର୍ମ ଉଦ୍ୟମ, ଥାନାରେ ଅଭିଯୋଗ ପରେ ଦାଦା ଅଟକ

8/08/2019 at 12:27 PM

ନିଆଳି ୮|୮: ନାବାଳିକା ଝିଆରୀକୁ ଦାଦା ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ନିଆଳି ଥାନା ମହଙ୍ଗପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଥାନାରେ ଝିଅର ମା’ଙ୍କ ଅଭିଯୋଗ ପରେ ଦୁଷ୍କର୍ମକାରୀ ଦାଦାକୁ ଅଟକ ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ନିଆଳି ଥାନା ମହଙ୍ଗପଡା ଗାଁରେ ନିଜ ୮ବର୍ଷ ଝିଆରୀକୁ ଦୁଷ୍କର୍ମ ଉଦ୍ୟମ କରିଛି ଦାଦା । ନାବାଳିକା ଜଣଙ୍କ ଏ ନେଇ ଘରେ ଜଣାଇବା ପରେ ଦୁଷ୍କର୍ମ ସଂପର୍କରେ ଜଣାପଡିଥିଲା । ଝିଅଠାରୁ ସବୁ କଥା ଶୁଣିବା ପରେ ପୋଲିସ ଥାନାର ଦ୍ବାରସ୍ଥ ହୋଇଛନ୍ତି ପୀଡିତାଙ୍କ ମା’ । ଥାନାରେ ଅଭିଯୋଗ କଲା ପରେ ଅଭିଯୁକ୍ତ ଦାଦାକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts