Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ ରନ୍‌ରେ ଜିତିଲା ପଞ୍ଜାବ
  • ||
  • ରାଜସ୍ଥାନ ରୟାଲ୍ସକୁ ୨୨୨ ରନର ବିଶାଳ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ କିଙ୍ଗସ୍‌ : କେ.ଏଲ. ରାହୁଲ, ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ
  • ||
  • ମୋଦୀଙ୍କୁ ସୋନିଆଙ୍କ ପତ୍ର: ବୟସ ପରିବର୍ତ୍ତେ ଆବଶ୍ୟକତା ଅନୁସାରେ କରୋନା ଟିକା ଦିଆଯାଉ
  • ||
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||

ବଡ ବାପାଙ୍କୁ ହତ୍ୟା କଲା ପୁତୁରା

21/10/2019 at 11:45 PM


ବ୍ରହ୍ମପୁର -ଗଂଜାମ କବିସୂର୍ୟ୍ଯନଗର ସୁନାରିଝୋଳା ଗାଁ ବେଲପୁର ସାହି ରେ ହତ୍ୟା  । ପାରିବାରିକ କଳହରୁ ରୁ ବଡ ବାପା କୁଂ ହତ୍ୟା କଲା ପୁତୁରା  ।

ହତ୍ୟାକାରୀ ପୁତୁରା ଫେରାର  । ମୃତକ ଜଣକ ହେଲେ ଟି ସମ୍ବାରିଆ ରେଡି  ।

ପାରିବାରିକ କଳହରୁ ହତ୍ଯାକାଣ୍ଡ ଘଟିଥିବା ସନ୍ଦେହ । ମୃତ ଦେହ ଦୀର୍ଘ ସମୟ ଧରି ଡାକ୍ତରଖାନାରେ ଥିଲେ ମଧ୍ୟ ପୁଲିସ ପହଂଚିନଥିବା ଅଭିଯୋଗ ହୋଇଛି।

   Related Posts