Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଭଦ୍ରକ ଜିଲ୍ଲାରେ ଆରମ୍ଭ ହେଲା ନାଇଟ କର୍ଫ୍ୟୁ କଟକଣା, ଅମାନିଆଙ୍କୁ ସାବଧାନ କରଛି ପୋଲିସ୍‌

17/04/2021 at 9:58 PM

ଭଦ୍ରକ, ୧୭/୦୪:  କରୋନାକୁ ଚେକ ଦେବା ପାଇଁ ଭଦ୍ରକ ଜିଲ୍ଲାରେ ନାଇଟ କର୍ଫ୍ୟୁ କଟକଣା ଜାରି ହୋଇଛି । ଏପ୍ରିଲ ମାସ ୩୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ସହରାଞ୍ଚଳରେ ନାଇଟ କର୍ଫ୍ୟୁ କଟକଣା ଜାରି ହୋଇଛି । 

ରାତି ୯ ରୁ ସକାଳ ୫ଟା ପର୍ଯ୍ୟନ୍ତ କଟକଣା ଜାରି ରହିବ । ଏହି ସମୟ ମଧ୍ୟରେ ଜରୁରୀକାଳୀନ ସେବାକୁ ଅନୁମତି ମିଳିବ । ଅତ୍ୟାବଶ୍ୟକୀୟ ସେବାରେ ନିୟୋଜିତ କର୍ମଚାରୀ ନିଜ ପରିଚୟ ପତ୍ର ଦେଖାଇବେ । ନାଇଟ କର୍ଫ୍ୟୁ ପାଇଁ ପୋଲିସ ସହରରେ ପେଟ୍ରୋଲିଂ ଜାରି ରଖିଛି ।

ସହରର ବିଭିନ୍ନ ଛକରେ ପୋଲିସ ମୁତୟନ ହୋଇଛନ୍ତି । ଅତି ଆବଶ୍ୟକ ନହେଲେ ଜନସାଧାରଣଙ୍କୁ ବାହାରକୁ ନ ଆସିବା ପାଇଁ ପୋଲିସ ଓ ପ୍ରଶାସନ ଅନୁରୋଧ କରିଛି ।

   Related Posts