Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ତହସିଲଦାର-ବିଧାୟକ ମୁହାଁମୁହିଁ : ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ବିଧାୟକ

4/10/2019 at 10:11 AM

ନୀଳଗିରି ୪।୧୦: ବାଲେଶ୍ଵର ଜିଲ୍ଲା ନୀଳଗିରି କଚେରୀ ପରିସର ରେ ମୋହରିରମାନେ ଚାଳିଆ କରି ବସିଥିବା ବେଳେ ଆଜି ସେଗୁଡିକୁ ନୀଳଗିରି ତହସିଲଦାର ଓ ସହକାରୀ ଜିଲ୍ଲାପାଳ ମେସିନ ସାହାଯ୍ୟରେ ଭାଙ୍ଗିବା ନେଇ ଘଟଣା ଉଗ୍ରରୂପ ନେଇଛି ।

ଆଜି ସକାଳେ ହଠାତ୍ ଏହା ଭାଙ୍ଗିବାକୁ ବିରୋଧ କରି ସ୍ଥାନୀୟ ବିଧାୟକ ସୁକାନ୍ତ ନାୟକ ଥଇଥାନ ନକରି କାହିଁକି ଭାଙ୍ଗୁଛ ବୋଲି ପଚାରିଥିଲେ। ଏହାକୁ ନେଇ ଉଭୟଙ୍କ ଭିତରେ ବଚସା ଲାଗିଥିଲା । ଭଙ୍ଗା ବନ୍ଦ ହେବାପରେ ବିଧାୟକଙ୍କୁ ସରକାରୀ କର୍ମଚାରୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ ନେଇ ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି।

   Related Posts