ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ଦିନ ଦ୍ବିପ୍ରହରରେ ୮ ଲକ୍ଷ ଲୁଟ

14/08/2018 at 8:14 AM

ନିମାପଡା ୧୪/୮ : ନିମାପଡା କେନାଲ ବନ୍ଧା ନିକଟରୁ ଜଣେ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୁର୍ତ୍ତ | ୫ ଜଣ ଦୁର୍ବୁର୍ତ୍ତ ୨ଟି ବାଇକରେ ଆସି ଲୁଟି ନେଲେ ଟଙ୍କା | ବ୍ୟବସାୟୀ ଜଣକ ହେଲେ ରଞ୍ଜନ ସାହୁ | ତେବେ ପୋଲିସ ଘଟଣାସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କୁ ପଚରାଉଚୁରା କରିବା ସହ ତଦନ୍ତ ଆରମ୍ଭ କରିଛି |

   Related Posts