Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ବେଆଇନ ବାଣ ଦୋକାନରେ ଚଢାଉ, ୯ ଜଣ ଗିରଫ

3/11/2021 at 4:04 PM

ଖୋର୍ଦ୍ଧା ୩।୧୧: ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନା ତରଫରୁ ବେଆଇନ ବାଣ କାରବାର ହେଉଥିବା ସ୍ଥାନରେ ପୋଲିସ ଚଢାଉ କରିଛି । ଏହି ଚଢାଉ ବେଳେ ବିଭିନ୍ନ ଥାନା ତରଫରୁ ବିପୁଳ ପରିମାଣର ବାଣ ଓ ବାଣ ତିଆରି ନିମନ୍ତେ ବ୍ୟବହୃତ ହେଉଥିବା ବାରୁଦ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୪୫ ହଜାର ଟଙ୍କା ହେବ । ଏଗୁଡିକୁ ଜବତ କରାଯାଇ ମୋଟ୍ ୯ ଗୋଟି ମାମଲା ରୁଜୁ କରାଯାଇ ୯ ଜଣଙ୍କୁ ଗିରଫ କରାଯାଇଛି ।

   Related Posts