Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପୂର୍ବତନ ବିଧାୟକଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ, ସ୍ମୃତିଚାରଣ କଲେ ବହୁ ନେତା

10/10/2021 at 11:55 AM

ଧର୍ମଶାଳୀ ୧୦/୧୦: ପୂର୍ବତନ ବିଧାୟକ ମାନସ ମଲ୍ଲିକଙ୍କର ନବମ ଶ୍ରାଦ୍ଧ ବାର୍ଷିକ ଆୟୋଜିତ ହୋଇଛି । ଭଦ୍ରକ ଜିଲ୍ଲା ହାସନାବାଦ ଠାରେ ନବମ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠିତ ହୋଇଛି । ଏହି ଅବସରରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତ ରାୟ , ଚାନ୍ଦବାଲି ବିଧାୟକ ବ୍ୟମୋକେଶ ରାୟ , ଭଦ୍ରକ ସାଂସଦ ଓ ଭଦ୍ରକ ବିଧାୟକ ଙ୍କ ସହ ବହୁ ଅତିଥି ଯୋଗ ଦେଇଥିଲେ । ଏହି ଅବସରରେ ସ୍ବର୍ଗତ ମାନସ ମଲ୍ଲିକ ଙ୍କର ସ୍ମୃତି ଚାରଣ କରିଛନ୍ତି ।

   Related Posts