Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

ନିରଞ୍ଜନ ପଟ୍ଟନାୟକଙ୍କୁ ହୃଦଘାତ, ଚାଲିଛି ଚିକିତ୍ସା

4/11/2021 at 9:48 AM

ଭୁବନେଶ୍ୱର ୦୪/୧୧: ବୁଧବାର ବିଳମ୍ବିତ ରାତ୍ରିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ହୃଦଘାତର ଶିକାର ହୋଇଛନ୍ତି । ଛାତିରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି ବୋଲି ପୁଅ ତଥା ବାଲେଶ୍ୱର ଲୋକସଭା ପ୍ରାର୍ଥୀ ହୋଇଥିବା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି ।

   Related Posts