Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

ଏମଏସଏମଇ କ୍ୟାବିନେଟ୍ ମନ୍ତ୍ରୀ ଭାବେ ନୀତିନ ଗଡକରୀ ଏବଂ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରତାପ ଷଡଙ୍ଗୀ ନେଲେ ଦାୟିତ୍ବ

4/06/2019 at 11:48 AM

ନୂଆଦିଲ୍ଲୀ ୪|୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ବିଜେପିର ବରିଷ୍ଠ ନେତା ନୀତିନ ଗଡକରୀ ଏବଂ ପ୍ରତାପ ଷଡଙ୍ଗୀ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି । ଉଭୟେ ମଙ୍ଗଳବାର ପୂର୍ବାହ୍ନରେ ଏକାଠି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପରେ ସେଠାରେ ଏକା ସମୟରେ ଦାୟିତ୍ଵ ନେଇଥିଲେ। ନିତିନ ଗଡକରୀ ମଧ୍ୟମ, କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ (ଏମଏସଏମଇ) କ୍ୟାବିନେଟ୍ ମନ୍ତ୍ରୀ ଭାବେ ଦାୟିତ୍ଵ ନେଇଥିବାବେଳେ ପ୍ରତାପ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। କାର୍ଯ୍ୟାଳୟର ଅଧିକାରୀମାନେ ସେମାନଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଥିଲେ।

   Related Posts