Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

କାମାକ୍ଷାନଗରରେ ତିନୋଟି ରାଜପଥର ଭୂମି ପୂଜନ କଲେ କେନ୍ଦ୍ରମନ୍ତ୍ରୀ ନତୀନ ଗଡକରୀ

6/02/2019 at 3:04 PM

କାମାକ୍ଷାନଗର ୬|୨: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକାରୀ ତିନୋଟି ଜାତୀୟ ରାଜପଥ ପ୍ରକଳ୍ପର ଭୂମି ପୂଜନ କରିଛନ୍ତି । ଜାତୀୟ ରାଜପଥ ୫୩ର ୪ଲେନ୍ କରଣର ଶିଳାନ୍ୟାସ କରିଛନ୍ତି ଗଡକାରୀ । ୩ ରାଜପଥ ପ୍ରକଳ୍ପରେ ଖର୍ଚ୍ଚ ହେବ ୨୩୪୫ କୋଟି ଟଙ୍କା ।

ଏହି ଅବସରରେ ଆୟୋଜିତ ସମାବେଶରେ ଯୋଗଦେଇ ଏନଡିଏ ସରକାର ରାଜ୍ୟ କରିଥିବା ରାଜପଥର ବିକାଶର ତଥ୍ୟ ରଖିଥିଲେ । ପୂର୍ବରୁ ପ୍ରତିଦିନ ୨କିଲୋମିଟର ରାଜପଥର ବିକାଶ ହେଉଥିଲା । ଏବେ ପ୍ରତିଦିନ ୪୦କିଲୋମିଟରର ଲକ୍ଷ୍ୟ ରଖାଯାଇଛି । ରାଜ୍ୟ ସରକାର ଏବଂ କଂଗ୍ରେସକୁ ସମାଲୋଚନା କରିଛନ୍ତି ଗଡକାରୀ । ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଗଡକାରୀ । କେନ୍ଦ୍ରର ବିଭିନ୍ନ ଯୋଜନାକୁ କାର୍ଯ୍ୟକାରୀ କରୁନାହାନ୍ତି ରାଜ୍ୟ ସରକାର ବୋଲି କହିଥିଲେ ଉଭୟ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକାରୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

   Related Posts