Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନିତିନ୍ ଗଡକରୀ ; ୧୫ରେ ଆସିବେ ଅମିତ ଶାହ

5/02/2019 at 1:14 PM

ଭୁବନେଶ୍ବର ୫|୧: ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ନିତିନ୍ ଗଡକାରୀ । ହୋଟେଲ ମେ ଫେୟାରଠାରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ । ‘ଭାରତ କେ ମନ୍ କି ବାତ୍’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବେ ।

ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ । ଆସନ୍ତା ୧୫ତାରିଖରେ ଓଡିଶା ଆସିବେ ଶାହ । ସମ୍ବଲପୁରଠାରେ କର୍ମୀ ସମ୍ମିଳନୀରେ ଯୋଗଦେବାର ତାଙ୍କର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁର, ବରଗଡ, ଢେଙ୍କାନାଳ ଓ ସୁନ୍ଦରଗଡର ଲୋକସଭା ମଣ୍ଡଳ କର୍ମୀଙ୍କୁ ନେଇ କରିବେ ସମ୍ମିଳନୀ ।

   Related Posts