Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ମେ’ ୧ରୁ ନନ୍ଦନକାନନ ବନ୍ଦ

30/04/2021 at 12:36 PM

ଭୁବନେଶ୍ୱର,୩୦/୦୪: ବନ୍ଦ ହେବ ନନ୍ଦନକାନନ । ମେ ପହିଲାରୁ ଦର୍ଶକଙ୍କ ପାଇଁ ନନ୍ଦନକାନନ, ସଫାରୀ ବନ୍ଦ ରହିବ । ଏହାସହ ବଟାନିକାଲ ମଧ୍ୟ ବନ୍ଦ ରଖିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି ।

ସୂଚନାନୁସାରେ, ୨୦୨୦ରେ ଲାଗୁ ହୋଇଥିବା ଲକଡାଉନ୍ ପରେ ଗତ ଅକ୍ଟୋବର ୪ ତାରିଖରେ ଖୋଲିଥିଲା ନନ୍ଦନକାନନ। ଏହାର ବଟାନିକାଲ ଗାର୍ଡେନ ମଧ୍ୟ ଖୋଲିଥିଲା। କିନ୍ତୁ ଏବେ ରାଜ୍ୟରେ କରୋନା ସଂକ୍ରମଣ ଅଧିକ ରହିଛି । ବାଇରସର ନୁଆ ମ୍ୟୁଟାଣ୍ଟ ଅଧିକ ଘାତକ ହୋଇଥିବାରୁ ସଂକ୍ରମିତଙ୍କ ସଂଖ୍ୟା ହୁହୁ ହୋଇ ବଡିଚାଲିଛି । ୨୪ ଘଣ୍ଟାରେ ୮୦୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୧୪ ଜଣ ପ୍ରାଣ ହରାଇଛନ୍ତି । ଏପରିକି ସଂକ୍ରମଣ ରୋକିବାକୁ ଅନେକ ଐତିହ୍ୟସ୍ଥଳୀକୁ ମଧ୍ୟ ବନ୍ଦ କରି ଦିଆଯାଇଛି ।

ତେବେ ମେ ୧ରୁ ନନ୍ଦନକାନନକୁ ବନ୍ଦ ରଖିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲିବ ନାହିଁ । ମେ ୧୫ ଯାଏଁ ଦର୍ଶକଙ୍କ ପାଇଁ ଏହି ପ୍ରାଣୀଉଦ୍ୟାନକୁ ବନ୍ଦ ରଖାଯିବ ।

   Related Posts