Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ଖୋର୍ଦ୍ଧାରେ ନାହିଁ ବାର୍ଡ ଫ୍ଲୁ ଭୟ : ସିଡିଭିଓ

5/01/2021 at 5:13 PM

ଖୋର୍ଦ୍ଧା ୫।୧: ଖୋର୍ଦ୍ଧାରେ ଏ ପର୍ଯ୍ୟନ୍ତ କୌଣସି ପ୍ରକାରର ବାର୍ଡ ଫ୍ଲୁର ଆଶଙ୍କା ନାହିଁ। ଲୋକମାନେ, କୁକୁଡା ପାଳନ ଚାଷୀ କେହି ବି ଭୟଭୀତ ହେବାର କୌଣସି କାରଣ ନାହିଁ । ଜିଲ୍ଲାର ମୁଖ୍ୟ ଚିଲିକା ନଳବଣ, କେରଙ୍ଗ ଏବଂ ଅନ୍ୟାନ୍ୟ ସ୍ଥାନରୁ ପ୍ରାୟ ୪୦୦ରୁ ଅଧିକ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି । କୌଣସି ପଜିଟିଭି ରିପୋର୍ଟ ଆସିନାହିଁ । ତଥାପି ଆମେ ସମସ୍ତଙ୍କୁ ସତର୍କ କରିଛୁ ବୋଲି ଖୋର୍ଦ୍ଧା ସିଡିଭିଓ ବିଷ୍ଣୁ ଚରଣ ସାହୁ କହିଛନ୍ତି ।

   Related Posts