Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି

27/11/2020 at 9:28 AM

ଭୁବନେଶ୍ୱର,୨୭/୧୧: କରୋନା କଟକଣା ପାଇଁ ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସାଇ ପାରିବେ ନାହିଁ ଶ୍ରଦ୍ଧାଳୁ । ଗୁରୁବାର ବିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଡଙ୍ଗା ଭସା ଉପରେ କଟକଣା ଜାରି କରିଥିଲେ ।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ବିଏମ୍‌ସି ମଧ୍ୟ ବିନ୍ଦୁ ସାଗରରେ ଡଙ୍ଗା ନ ଭସାଇବାକୁ କହିଛି । ଅତତ୍ ବ୍ୟତୀତ ରାଜଧାନୀରେ ଥିବା ବିଭିନ୍ନ ନଦୀ, ପୁସ୍କରିଣୀ ଓ ମନ୍ଦିର ବାହାରେ ଥିବା ଜଳାଶୟରେ ଡଙ୍ଗା ଭସାଯାଇ ପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ପ୍ରତିବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ, ବୁଡ଼ ପକାଇବା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ଲାଗି ହଜାର ହଜାର ଲୋକଙ୍କ ଭିଡ଼ ଲାଗିଥାଏ । ଫଳରେ କରୋନା ସଂକ୍ରମଣର ଆଶଙ୍କା ମଧ୍ୟ ରହିଛି । କଟକଣା ଲାଗିବା ପରେ ଚଳିତବର୍ଷ ବିନ୍ଦୁ ସାଗରରେ ଡଙ୍ଗା ଭସାଇବାର ଆଶା ଆଶାରେ ରହିଯାଇଛି ।

   Related Posts