Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ , କେତେକ ସ୍ଥାନରେ ହୋଇପାରେ କାଳ ବୈଶାଖୀ

16/09/2019 at 3:56 PM

ଭୁବନେଶ୍ୱର  ୧୬।୦୯- ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ  ପ୍ରବଳ  ବର୍ଷାର ସମ୍ଭାବନା  ନାହିଁ । ମୁଖ୍ୟତଃ ଟ୍ରାପଲାଇନ ବା ଘୁର୍ଣି ବଳୟ ଜନିତ କୌଣସି ବର୍ଷାର ପ୍ରଭାବ ନଥିବା ଆଂଚଳିକ ପାଣିପାଗ ବିଭାଗ ସୁଚନା ଦେଇଛି ।

ରାଜ୍ୟର ଅଭ୍ୟନ୍ତରୀଣ ଅଞ୍ଚଳରେ କାଳ ବୈଶାଖୀଜନିତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ତିନିଦିନ ପରେ ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ୍‌ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି ।

   Related Posts