Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ସ୍କୁଲ ବ୍ୟାଗ୍ ବୋଝରୁ ମୁକ୍ତି ପାଇବେ ଛାତ୍ରଛାତ୍ରୀ : ସ୍କୁଲ ବ୍ୟାଗ୍ ଓଜନ ନିୟମକୁ କଡ଼ାକଡ଼ି କରିବାକୁ ନିର୍ଦେଶ

12/03/2019 at 9:06 AM

ଭୁବନେଶ୍ୱର ୧୨/୩ : ସ୍କୁଲ ବ୍ୟାଗ୍ ବୋଝରୁ ମୁକ୍ତି ପାଇବେ ଛାତ୍ରଛାତ୍ରୀ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ବାରମ୍ବାର ଚିଠି, ତାଗିଦ୍ ପରେ ରାଜ୍ୟ ସରକାରଙ୍କ ନିଦ ଭାଙ୍ଗିଛି । ୨୦୧୯-୨୦ ଶିକ୍ଷାବର୍ଷରୁ ସ୍କୁଲ ବ୍ୟାଗ୍ ଓଜନ ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ସ୍କୁଲଗୁଡ଼ିକୁ ନିର୍ଦେଶ ଦିଆଯାଇଛି । କେଉଁ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ବ୍ୟାଗ୍ ଓଜନ କେତେ ରହିବ ତାହା ସ୍ପଷ୍ଟ କରାଯାଇଛି ।

ଏଥିସହ ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା, ନିୟମିତ ଭାବେ ଛାତ୍ରଛାତ୍ରୀଙ୍କ ବ୍ୟାଗ୍ ର ଓଜନ ଯାଞ୍ଚ, ଛାତ୍ରଛାତ୍ରୀ ବ୍ୟାଗ୍ ପକାଇବା ସମୟରେ ଯେପରି ଦୁଇ କାନ୍ଧକୁ ବ୍ୟବହାର କରିବେ ସେଥିପ୍ରତି ସ୍କୁଲ ଦୃଷ୍ଟି ଦେବାକୁ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି

   Related Posts