Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ସାଧାରଣ ଲୋକଙ୍କୁ ସିଏମସି ଅଫିସ୍ ମନା, ଇ-ଅଭିଯୋଗରେ ଜଣାଇପାରିବେ ସମସ୍ୟା

9/04/2021 at 9:03 AM

କଟକ, ୦୯/୦୪: ସାରା ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ଅନେକ ସମୟରେ କାର୍ଯ୍ୟାଳୟର କର୍ମଚାରୀ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଫଳରେ କାର୍ଯ୍ୟାଳୟକୁ ବନ୍ଦ କରିବାକୁ ପଡୁଛି । ଏହାକୁ ନଜରରେ ରଖି କଟକ ମହାନଗର ନିଗମ ପକ୍ଷରୁ  ସାଧାରଣ ଲୋକଙ୍କୁ ସିଏମ୍‌ସି କାର୍ଯ୍ୟାଳୟ ମନା କରାଯାଇଛି ।

ଏଣିକି ସିଏମ୍‌ସି ଅଫିସକୁ  ଯିବାକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି।  କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି ।  ଅତି ଆବଶ୍ୟକ କାମ ନଥିଲେ ସିଏମ୍‌ସି ଅଫିସ ନଆସିବାକୁ ପରାମର୍ଶ ଦିଆଯାଇଛି । ତେବେ ଜନସାଧାରଣ ଇ-ଅଭିଯୋଗ ଦ୍ବାରା ସେମାନଙ୍କ ଅସୁବିଧା ଜଣାଇପାରିବେ ବୋଲି  ସିଏମସି ପକ୍ଷରୁ କୁହାଯାଇଛି ।

   Related Posts