Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ସାହିତ୍ୟ ପାଇଁ ଘୋଷଣା ହେଲା ନୋବେଲ୍‌ ପୁରସ୍କାର, ଗୁରନାହ୍‌ ପାଇବେ ସମ୍ମାନ

7/10/2021 at 4:47 PM

ନୂଆଦିଲ୍ଲୀ, ୦୭/୧୦: ବିଶ୍ୱର ଶ୍ରେଷ୍ଠ ପୁରସ୍କାର ନୋବେଲ୍‌ ପୁରସ୍କାରକୁ ନେଇ ଏବେ ଘୋଷଣା ଜାରି  ରହିଛି । ଗତକାଲି ରସାୟନ ବିଜ୍ଞାନ ପାଇଁ ନାମ ଘୋଷଣା ହୋଇଥିବା ବେଳେ ଆଜି ସାହିତ୍ୟ ପାଇଁ ନାମ ଘୋଷଣା କରାଯାଇଛି । ବିଶିଷ୍ଟ ଲେଖକ ଅବ୍‌ଦୁଲ୍‌ ରଜାକ୍‌ ଗୁରନାହ ଚଳିତ ବର୍ଷ  ଏହି ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି ।  

   Related Posts