Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ରସାୟନ ବିଜ୍ଞାନ ପାଇଁ ୩ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

9/10/2019 at 3:36 PM

ଷ୍ଟକହୋମ୍ ୯।୧୦: ରସାୟନ ବିଜ୍ଞାନ ପାଇଁ ତିନି ଜଣ ବୈଜ୍ଞାନିକଙ୍କୁ ମିଳିଛି ନୋବେଲ ପୁରସ୍କାର । ୨୦୧୯ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ମିଳିତଭାବେ ନୋବେଲ ପୁରସ୍କାର ପାଇଥିବା ତିନି ଜଣ ବୈଜ୍ଞାନିକ ହେଉଛନ୍ତି ଆମେରିକାର ଜନ ବି ଗୁଜଇନଫ, ଇଂଲଣ୍ଡର ଏମ, ଷ୍ଟାନଲେ ୱିଟିଙ୍ଗହାମ ଏବଂ ଜାପାନର ଅକିରା ୟୋସିନୋ । ଲିଥିୟମ ଆଇନ ବ୍ୟାଟେରି ବିକଶିତ ପାଇଁ ଏମାନଙ୍କୁ ମିଳିଛି ନୋବେଲ ପୁରସ୍କାର।

   Related Posts