Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||

ରାଜ୍ୟର ସମସ୍ତ ସ୍କୁଲରେ ପଢାଯିବ ଅହିଂସା ପାଠ

12/09/2019 at 3:16 PM

ଭୁବନେଶ୍ବର ୧୨।୯: ଗାନ୍ଧିଜୀଙ୍କ ୧୫୦ ଜୟନ୍ତୀ ଉପଲକ୍ଷେ ରାଜ୍ୟର ସବୁ ସ୍କୁଲରେ ଅହିଂସା ପାଠ ପଢାଯିବ । ୬୪ ଲକ୍ଷ ପିଲା ପଢିବେ ଅହିଂସା ପାଠ । ଚଳିତ ମାସ ୧୬ରୁ ୧୮ ଏନେଇ ରାଜ୍ୟର ବିଭିନ୍ନ ସ୍କୁଲରେ ହେବ କାର୍ଯ୍ୟକ୍ରମ । ସ୍କୁଲରେ ବକ୍ତୃତା, କୁଇଜ୍, ରଚନା, ପ୍ରଦର୍ଶନୀ ଇତ୍ୟାଦି କାର୍ଯ୍ୟକ୍ରମ ହେବ । ୨୩ ଓ ୨୪ ତାରିଖ ବ୍ଲକ୍ ସ୍ତରରେ ଏବଂ ୨୭ ଓ ୨୮ ଜିଲ୍ଲାସ୍ତରରେ ହେବ କାର୍ଯ୍ୟକ୍ରମ । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।

   Related Posts