Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ

2/03/2021 at 8:00 AM

ବୁର୍ଲା, ୦୨|୦୩ :   ବୁର୍ଲାରେ କୋଭିଡ ସଂକ୍ରମଣକୁ ନଜରରେ ରଖି ଜରୁରୀ ନୋଟିସ ଜାରି କରିଛି ସମ୍ବଲପୁର ବିଶ୍ୱ ବିଦ୍ୟାଳୟ । ପିଜି ହଷ୍ଟେଲ ୱାର୍ଡେନ ପ୍ରଫେସର ବି. ଶତପଥୀ ଏହି ନୋଟିସ ଜାରି କରିଛନ୍ତି । କୋଭିଡ ନିୟମ କଡାକଡି କରିବା ପାଇଁ ନୋଟିସରେ ଉଲ୍ଲେଖ ରହିଛି ।

ସନ୍ଧ୍ୟା ୭ ଟା ୩୦ ଭିତରେ ହଷ୍ଟେଲକୁ ଛାତ୍ରମାନେ ଫେରିବା ନେଇ ଓ୍ୱାର୍ଡେନ୍ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗାର୍ଲସ୍ ହଷ୍ଟେଲକୁ ମଧ୍ୟ ଛାତ୍ରୀମାନେ ନିର୍ଦ୍ଧାରିତ ସମୟ ପୂର୍ବରୁ ଫେରିବା ନେଇ ନୋଟିସରେ ଉଲ୍ଲେଖ ରହିଛି । ଜରୁରୀ କାମ ନଥିଲେ ହଷ୍ଟେଲରୁ ବାହାରକୁ ନବାହାରିବା ନେଇ ପତ୍ରରେ ଉଲ୍ଲେଖ ରହିଛି ।

ସେହିପରି କରୋନା ଲକ୍ଷଣ ଜଣାପଡ଼ିଲେ ଆମ୍ବୁଲାନ୍ସକୁ ଯୋଗାଯୋଗ କରି ବୁର୍ଲାକୁ ସିଫ୍ଟ କରି ପରୀକ୍ଷା ପାଇଁ ନିର୍ଦ୍ଦେଶ ରହିଛି । ଏହାସହ ନୋଟିସରେ ଆମ୍ବୁଲାନ୍ସ ଡ୍ରାଇଭର, ମେଡିକାଲ ଅଫିସର୍ ଓ ଭୀମସାର ନିର୍ଦ୍ଦେଶକଙ୍କ ନମ୍ବର ରହିଛି ।

   Related Posts