Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଯୁକ୍ତ ୨ ଆଡମିଶନ ପାଇଁ ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ବିଜ୍ଞପ୍ତି, ଶିକ୍ଷକଙ୍କୁ ଦିଆଯିବ ଅନଲାଇନ୍ ତାଲିମ୍

2/08/2020 at 3:20 PM

ଭୁବନେଶ୍ବର ୨।୮: ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ଟି ଯୁକ୍ତ ଦୁଇ କଲେଜର ଶିକ୍ଷକଙ୍କୁ ଦିଆଯିବ ଅନଲାଇନ୍ ତାଲିମ୍ । ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୪ ତାରିଖରୁ ୫ ଦିନ ଧରି ଶିକ୍ଷକମାନଙ୍କୁ ଟ୍ରେନିଂ ଦେବା ପାଇଁ ଆୟୋଜନ ହୋଇଛି ।

ଛାତ୍ରଛାତ୍ରୀଙ୍କୁ କିଭଳି ଅନଲାଇନ୍ ଶିକ୍ଷା ଦେଇ ହେବ, ଶିକ୍ଷାନୁଷ୍ଠାନରେ କରୋନା ପାଇଁ ଯେପରି ଶିକ୍ଷାଦାନ ଓ ରେଜଲ୍ଟ ପ୍ରଭାବିତ ନହେବ ସେଥିଲାଗି ଶିକ୍ଷକମାନଙ୍କୁ ତାଲିମ୍ ଦିଆଯିବ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବା ପରେ ଆଗାମୀ ଦିନେ ଦୁଇ ଦିନ ଭିତରେ ଯୁକ୍ତ ୨ ଆଡ଼ମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ ସୂଚନା ଦେଇଛନ୍ତି । ଏଥିସହିତ ଚଳିତ ବର୍ଷ ଜିରୋ ରେଜଲ୍ଟ ହୋଇଥିବା ୩୧ଟି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ସହ ସେ ନିଜେ ଆଲୋଚନା କରିବେ ବୋଲି କହିଛନ୍ତି । 

   Related Posts