Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜୁନ୍ ୨୪ରୁ ଆରମ୍ଭ ହେବ ପ୍ରକ୍ରିୟା

20/06/2019 at 3:33 PM

ଭୁବନେଶ୍ବର ୨୦|୬: ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ୍ ୨୪ ତାରିଖରୁ ରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଜୁଲାଇ ୧୧ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଅଗଷ୍ଟ ୫ତାରିଖରେ ଦ୍ବିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଅଗଷ୍ଟ ୨୪ରୁ ଆରମ୍ଭ ହେବ ପାଠପଢା ।

   Related Posts