ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜୁନ୍ ୨୪ରୁ ଆରମ୍ଭ ହେବ ପ୍ରକ୍ରିୟା
20/06/2019 at 3:33 PM

ଭୁବନେଶ୍ବର ୨୦|୬: ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ୍ ୨୪ ତାରିଖରୁ ରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଜୁଲାଇ ୧୧ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଅଗଷ୍ଟ ୫ତାରିଖରେ ଦ୍ବିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଅଗଷ୍ଟ ୨୪ରୁ ଆରମ୍ଭ ହେବ ପାଠପଢା ।
Related Posts
ଟଙ୍କା ପାଇଁ ନୃଶଂସ ପାଲଟିଲା ପୁଅ, କାଟିଲା ମାର ବେକ
16 January 2021
ଶୌଚ କରିବାକୁ ଯାଇ ମହିଳା ଗଣଦୁଷ୍କର୍ମର ଶିକାର: ଦିଅର ଗିରଫ, ପୁତୁରା ଫେରାର
16 January 2021