Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

9/10/2020 at 11:34 AM

ଭୁବନେଶ୍ବର ୯।୧୦: ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।

କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ଲାଗି ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଜୋରଦାର କରାଯାଇଛି ।

   Related Posts