Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ନୂଆଁଖାଇ ପାଇଁ ସ୍ଥିର ହେଲା ଲଗ୍ନ

12/08/2020 at 10:07 PM

ସମ୍ବଲପୁର୧୨ା୮: ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି । ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମହାସଭା ବୈଠକରେ ଏହି ଲଗ୍ନ ସ୍ଥିର କରାଯାଇଛି । ଅଗଷ୍ଟ ୨୩ ଦିନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ମାଆଙ୍କ ପାଖରେ ନବାନ୍ନ ଲାଗି ହେବ । ମାଆଙ୍କ ପାଖରେ ନବାନ୍ନ ଲାଗି ପରେ ପଶ୍ଚିମ ଓଡ଼ିଶାରେ ନୂଆଖାଇ ହେବ ବୋଲି ସୂଚନା ମିଳିଛି ।

   Related Posts