Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ସମ୍ବଲପୁର ପରେ ବରଗଡ ସମଲେଇ ମନ୍ଦିରରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

5/09/2018 at 1:57 PM

ବରଗଡ଼ ୫/୯ : ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ବରଗଡର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ବରୀଙ୍କ ପୀଠରେ ଲଗ୍ନ ନିର୍ଦ୍ଧ।ରିତ ହୋଇଛି । ଗାତକାଲି ରାତିରେ ମାଁଙ୍କ ପୀଠରେ ପଣ୍ଡିତ ଶିବ ଶଙ୍କର ଦାଶ,ପଣ୍ଡିତ ଚୂଡାମଣି ରଥ,ପଣ୍ଡିତ ବିଘ୍ନରାଜ ଦାଶ ଏବଂ ପଣ୍ଡିତ ବିଷ୍ନୁଦୟା ଦାଶ ପ୍ରମୁଖ ଲଗ୍ନ ନିର୍ଦ୍ଧ।ରଣ କରିଛନ୍ତି । ଆଗାମୀ ସପ୍ଟେମ୍ବର ୧୪ ତାରିଖ ଶୁକ୍ରବାର ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥୀରେ ନିଶାର୍ଦ୍ଧରେ ମାଁ ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବ । ସେହିପରି ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ରମା ଅମୃତ ବେଳା ସକାଳ ୮ ଟା ୧୦ ମିନିଟରୁ ୮ ଟା ୪୦ ମିନିଟ ସମୟରେ ସର୍ବସାଧାରଣ ନବାନ୍ନ ଭକ୍ଷଣ କରିବେ ବୋଲି ଲଗ୍ନ ସ୍ଥିରିକୃତ ହୋଇଛି ।

   Related Posts