Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

ଦ୍ୱିତୀୟ ଦିନରେ ନୂଆପଡା ବନ୍ଦ

6/06/2018 at 5:36 AM

ଜାତୀୟ ରାଜପଥ ୩୫୩ ନିର୍ମାଣ ଦାବିରେ ବନ୍ଦ ପାଳନ କରଯାଇଛି । ନାଗରିକ ମଞ୍ଚ ଏହି ବନ୍ଦ ଡାକରା ଦେଇଛି । କୁରୁମପୁରୀଠାରେ ବିଜେଡି ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି । ନୂଆପଡାରେ ବନ୍ଦ ଯେ।ଗୁଁ ଜୀବନଯାତ୍ରା ପ୍ରଭାବିତ ହେ।ଇଛି । ଦୋକାନ ବଜାର, ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସେପଟେ ବନ୍ଦକୁ ନେଇ ଜିଲ୍ଲାପାଳ ଏକ ବୈଠକ ଡାକିଛନ୍ତି । ଗତକାଲି ମଧ୍ୟ ଜାତୀୟ ରାଜପଥ ୩୫୩ ନିର୍ମାଣ ଦାବିରେ ୨୪ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା ।

Leave a Reply

   Related Posts