Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

୭୨ ଘଣ୍ଟା ପାଇଁ ନୂଆପଡ଼ା ସହରରେ ଦୋକାନ ବଜାର ବନ୍ଦ

28/07/2020 at 12:19 PM

ନୂଆପଡ଼ା ୨୮।୦୭: ନୂଆପଡ଼ା ଜିଲ୍ଲାରେ କରୋନା ସଂକ୍ରମଣ ଭୟରେ ବ୍ୟବସାୟୀ ସଂଘ ପକ୍ଷରୁ ୭୨ ଘଣ୍ଟା ପାଇଁ ଦୋକାନ ବଜାର ବନ୍ଦ ରଖାଯାଇଛି । ଗତକାଲି ୧୦ରୁ ଅଧିକ ପୋଲିସ କର୍ମଚାରୀ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ବଣିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଭେଟି ସହରକୁ ସଟ୍  ଡାଉନ ଘୋଷଣା କରାଯିବାକୁ ଦାବି କରାଯାଇଥିଲା ।

କିନ୍ତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ କୌଣସି ଘୋଷଣା କରା ନଯିବାରୁ ଆଜିଠାରୁ ଜିଲ୍ଲା ବଣିକ ସଂଘ ପକ୍ଷରୁ ୭୨ ଘଣ୍ଟା ପାଇଁ ଦୋକାନ ବଜାର ବନ୍ଦ କରାଯିବାକୁ ଘୋଷଣା କରାଯାଇଛି। ଏହାକୁ ସମର୍ଥନ ଜଣାଇ ନୂଆପଡ଼ା ସହରର ସବୁ ବ୍ୟବସାୟୀ ଦୋକାନ ବଜାର ବନ୍ଦ ରଖିଛନ୍ତି ।

   Related Posts