Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଛାତ୍ରୀଙ୍କୁ ଜଙ୍ଗଲକୁ ଟେକିନେଇ ଯୁବକଙ୍କ ଦୁଷ୍କର୍ମ ଅଭିଯୋଗ, ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍

10/08/2019 at 4:02 PM

ରାଇରଙ୍ଗପୁର ୧୦|୮: ମୟୁରଭଞ୍ଜ ଜିଲ୍ଲାରେ ପୁଣି ଲଜ୍ଜା । ଜଣେ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ପରେ ତାର ଫୋଟ ଭାଇରାଲ୍ କରିଛି ଅଭିଯୁକ୍ତ । ଏଭଳି ଏକ ଲଜ୍ଜାଜନକ ଘଟଣା ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ମାଣିକପୁର ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ଛାତ୍ରୀ ଜଣଙ୍କ କଲେଜରୁ ଫେରୁଥିବା ସମୟରେ ଗୋରୁମହିଷାଣି ଥାନା ଜାମଦା ଅଂଚଳର ଲେମ୍ଭ ନାମକ ଯୁବକ ତାଙ୍କୁ ଟେକିନେଇ ଓଶାଦା ଜଙ୍ଗଲକୁ ଦୁଷ୍କର୍ମ କରିଥିଲେ । ଦୁଷ୍କର୍ମ କରିବା ପରେ ତାଙ୍କର ନଗ୍ନ ଫୋଟ ଉତ୍ତୋଳନ କରିଥିଲେ ଯୁବକ । ଦୁଷ୍କର୍ମ କଥା ଘରେ ଜଣାଇଲେ ନଗ୍ନ ଫୋଟ ସୋସିଆଲ ମିଡ଼ିଆରେ ଭାଇରାଲ୍ କରିବାକୁ ଧମକ ମଧ୍ୟ ଦେଇଥିଲେ ଅଭିଯୁକ୍ତ । ଭୟ ଓ ଲଜ୍ଜାରେ ଛାତ୍ରୀ ଜଣକ ଘଟଣା ସଂପର୍କରେ କାହାରିକୁ କିଛି ଜଣାଇନଥିଲେ । କିନ୍ତୁ ସୋସିଆଲ ମିଡିଆରେ ଫୋଟ ଭାଇରାଲ ହେବା ପରେ ଛାତ୍ରୀ ଜଣଙ୍କ ପରିବାର ଲୋକଙ୍କୁ ଜଣାଇବା ସହ ଗୋରୁମହିଷାଣି ଥାନାରେ ଏତଲା ଦେଇଛନ୍ତି । ଅନ୍ୟପଟେ ଅଭିଯୁକ୍ତ ନାବାଳିକାଙ୍କ ପରିବାରଲୋକଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି ।

   Related Posts